Jeremiah 11:10 — Compare Translations

5 translations compared side by side

Odia - 1840
"ସମାନଙ୍କେର ପୂର୍ବପୁରୁଷମାନଙ୍କ ପରି ସମାନେେ ଅଧର୍ମ ଆଚରଣ କରିଛନ୍ତି। ସମାନଙ୍କେର ପୂର୍ବପୁରୁଷଗଣ ଆମ୍ଭର ବାକ୍ଯ ଅଗ୍ରାହ୍ଯ କଲେ ଓ ଅନ୍ୟ ଦବଗେଣଙ୍କୁ ସବୋ କଲେ। ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସମାନଙ୍କେର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିଯମ ଲଙ୍ଘନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତିନ୍ତ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପୂର୍ବପୁରୁଷମାନଙ୍କ ପରି ସେମାନେ ଅଧର୍ମ ଆଚରଣ କରିଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଆମ୍ଭର ବାକ୍ୟ ଅଗ୍ରାହ୍ୟ କଲେ ଓ ଅନ୍ୟ ଦେବଗଣଙ୍କୁ ସେବା କଲେ। ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସେମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”