Jeremiah 11:12 — Compare Translations
5 translations compared side by side
Odia - 1840
"ଯିହୁଦାର ଲୋକମାନେ ଓ ୟିରୁଶାଲମର ନିବାସୀମାନେ ସମାନଙ୍କେ ପାଖ ରେ ପ୍ରାର୍ଥନା କରିବେ, ଯେଉଁମାନଙ୍କ ପାଇଁ ସମାନେେ ସୁଗନ୍ଧ ଧୂପ ଜାଳିଛନ୍ତି। ମାତ୍ର ସହେି ବିପଦ ସମୟରେ ସମାନଙ୍କେର ସହେି ମୂର୍ତ୍ତିମାନେ ସମାନଙ୍କେୁ ଉଦ୍ଧାର କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ଵଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ଵର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ଓ ଯିରୁଶାଲମର ନିବାସୀମାନେ ସେମାନଙ୍କ ପାଖରେ ପ୍ରାର୍ଥନା କରିବେ, ଯେଉଁମାନଙ୍କ ପାଇଁ ସେମାନେ ସୁଗନ୍ଧ ଧୂପ ଜାଳିଛନ୍ତି। ମାତ୍ର ସେହି ବିପଦ ସମୟରେ ସେମାନଙ୍କର ସେହି ମୂର୍ତ୍ତିମାନେ ସେମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୁଦାର ନଗରସମୂହ ଓ ଯିରୂଶାଲମ ନିବାସୀଗଣ ଯେଉଁ ଦେବଗଣ ନିକଟରେ ଧୂପ ଜ୍ୱଳାନ୍ତି, ସେମାନଙ୍କ ନିକଟକୁ ଯାଇ ଆର୍ତ୍ତସ୍ୱର କରିବେ; ମାତ୍ର ସେମାନେ ସେହି ବିପଦ ସମୟରେ ସେମାନଙ୍କୁ କିଛି ଉଦ୍ଧାର କରିବେ ନାହିଁ।