Jeremiah 11:15 — Compare Translations
5 translations compared side by side
Odia - 1840
"ଆମ୍ଭେ ଗୃହ ରେ ଆମ୍ଭ ପ୍ରିଯ ଯିହୁଦାର କି କାର୍ୟ୍ଯ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ଯଭିଚାର କରିଅଛି। ହେ ଯିହୁଦା, ତୁମ୍ଭେ କ'ଣ ଭାବିଛ ତୁମ୍ଭର ସ୍ବତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ବଂସରୁ ରକ୍ଷା କରିବ? ତୁମ୍ଭେ କ'ଣ ଚିନ୍ତା କରିଛ ହାମବେଳି ଦ୍ବାରା ତୁମ୍ଭ ମନ୍ଦକର୍ମର ଶାସ୍ତିକୁ ଉଦ୍ଧାର ପାଇବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକର ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି⇧, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭ ଗୃହରେ ଆମ୍ଭ ପ୍ରିୟ ଯିହୁଦାର କି କାର୍ଯ୍ୟ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ୟଭିଗ୍ଭର କରିଅଛି। ହେ ଯିହୁଦା, ତୁମ୍ଭେ କ’ଣ ଭାବିଛ ତୁମ୍ଭର ସ୍ୱତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ୱଂସରୁ ରକ୍ଷା କରିବ? ତୁମ୍ଭେ କ’ଣ ଚିନ୍ତା କରିଛ ହୋମବଳି ଦ୍ୱାରା ତୁମ୍ଭ ମନ୍ଦକର୍ମର ଶାସ୍ତିରୁ ଉଦ୍ଧାର ପାଇବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।