Jeremiah 11:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ ବୋଧନ କରିଥିଲେ, ସୁନ୍ଦର ଫଳ ରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜିତବୃକ୍ଷ' ବୋଲି। ମାତ୍ର ତାହା ଲୋକାରଣ୍ଯର ମହାଶବ୍ଦ ପରି ସେ ତହିଁ ଉପ ରେ ଅଗ୍ନି ଜଳାଇବେ ଓ ତାହାର ଶାଖାସବୁ ଜଳି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜିତବୃକ୍ଷ ବୋଲି ନାମ ଦେଲେ; ଲୋକାରଣ୍ୟର ମହାଶଦ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ଵଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ବୋଧନ କରିଥିଲେ, “ସୁନ୍ଦର ଫଳରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜୀତବୃକ୍ଷ” ବୋଲି। ମାତ୍ର ତାହା ଲୋକାରଣ୍ୟର ମହାଶବ୍ଦ ପରି ସେ ତହିଁ ଉପରେ ଅଗ୍ନି ଜଳାଇବେ ଓ ତାହାର ଶାଖାସବୁ ଜଳି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।