Jeremiah 11:17 — Compare Translations

5 translations compared side by side

Odia - 1840
"ସୈନ୍ଯାଧିପତି ସଦାପ୍ରକୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପ ରେ ମହାବିପଦ ଆସିବ। କାରଣ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସମାନେେ ବାଲ୍ଦବେ ଉଦ୍ଦେଶ୍ଯ ରେ ଧୂପ କଳାର ଆମ୍ଭକୁ ବିରକ୍ତ କରିବା ସକାେଶ ନିଜେ ନିଜେ ତାହାସବୁ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ-ବଂଶର ଓ ଯିହୁଦା-ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପରେ ମହାବିପଦ ଆସିବ। କାରଣ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସେମାନେ ବା‌‌ଲ୍‌‌ଦେବ ଉଦ୍ଦେଶ୍ୟରେ ଧୂପ ଜଲାଇ ଆମ୍ଭକୁ ବିରକ୍ତ କରିବା ସକାଶେ ନିଜେ ନିଜେ ତାହା ସବୁ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।