Jeremiah 11:2 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ତୁମ୍ଭେ ଏହି ନିଯମର ବାକ୍ଯ ଶୁଣ। ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଏହା ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ ଏହି ନିୟମର ବାକ୍ୟ ଶୁଣ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଏହା ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;