Jeremiah 11:20 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ଜଣେ ପ୍ରକୃତ ବିଚାରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସମାନଙ୍କେ ପ୍ରତି ତୁମ୍ଭର ପ୍ରତି ଶାଧେ ମାେତେ ଦଖାେଅ। କାରଣ ମାରେଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ବାସ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ସଦାପ୍ରଭୁ, “ତୁମ୍ଭେ ଜଣେ ପ୍ରକୃତ ବିଗ୍ଭରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ମୋତେ ଦେଖାଅ। କାରଣ ମୋର ଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ୱାସ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।