Jeremiah 11:21 — Compare Translations
5 translations compared side by side
Odia - 1840
"ଅବାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ଯା କରିବାକୁ ଯୋଜନା କରୁଥିଲେ। ସହେି ଲୋକମାନେ ଯିରିମିୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଭବିଷ୍ଯଦ ବାକ୍ଯ ପ୍ରଚାର କର ନାହିଁ, କଲେ ଆମ୍ଭମାନେେ ତୁମ୍ଭକୁ ହତ୍ଯା କରିବୁ। ତେଣୁ ସଦାପ୍ରଭୁ ସମାନଙ୍କେ ବିଷଯ ରେ ଏକ ସିଦ୍ଧାନ୍ତ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ଵେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ
Odia Bible ERV 2004 (ପବିତ୍ର ବାଇବଲ)
ଅନାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିଲେ। ସେହି ଲୋକମାନେ ଯିରିମିୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର ନାହିଁ, କଲେ ଆମ୍ଭେମାନେ ତୁମ୍ଭକୁ ହତ୍ୟା କରିବୁ।” ତେଣୁ ସଦାପ୍ରଭୁ ସେମାନଙ୍କ ବିଷୟରେ ଏକ ସିଦ୍ଧାନ୍ତ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ “ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;