Jeremiah 11:22 — Compare Translations
5 translations compared side by side
Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହିଲେ, ଖୁବ୍ ଶୀଘ୍ର ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ। ସମାନଙ୍କେର ୟୁବାଗଣ ଖଡ୍ଗ ରେ ନିହିତ ହବେେ ଓ ସମାନଙ୍କେର ପୁତ୍ରକନ୍ଯାଗଣ ଦୁର୍ଭିକ୍ଷ ରେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ଼୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ଖୁବ୍ ଶୀଘ୍ର ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା। ସେମାନଙ୍କର ଯୁବାଗଣ ଖଡ଼୍ଗରେ ନିହିତ ହେବେ ଓ ସେମାନଙ୍କର ପୁତ୍ରକନ୍ୟାଗଣ ଦୁର୍ଭିକ୍ଷରେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;