Jeremiah 11:23 — Compare Translations
5 translations compared side by side
Odia - 1840
"ଅବାଥୋତ ରେ ଅବଶିଷ୍ଟ କହେି ରହିବେ ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଶାସ୍ତି ବିଧାନ କରିବା ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ-ପ୍ରାପ୍ତିର ବର୍ଷ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ଅନାଥୋତ୍ରେ ଅବଶିଷ୍ଟ କେହି ରହିବେ ନାହିଁ। ଆମ୍ଭେ ସେମାନଙ୍କ ପ୍ରତି ଶାସ୍ତି ବିଧାନ କରିବା ଓ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”