Jeremiah 11:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ଯେଉଁ ବ୍ଯକ୍ତି ଏହି ନିଯମ ପାଳନ ନ କରିବ ତାହା ପ୍ରତି ମନ୍ଦ ଘଟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଏକ ଦୁଗ୍ଧମଧୁପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,ଗୀତ.୧୦୫:୯
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯେଉଁ ବ୍ୟକ୍ତି ଏହି ନିୟମ ପାଳନ ନ କରିବ ତାହା ପ୍ରତି ମନ୍ଦ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏକ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା ବିଷୟକ ଆମ୍ଭର ଶପଥ ଆଜିକାର ନ୍ୟାୟ ସିଦ୍ଧ କରିବା ନିମନ୍ତେ,