Jeremiah 11:5 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁଗ୍ଧ, ମଧୁର ଉର୍ବର ଦେଶ ଦବୋ ଓ ତାହା ତୁମ୍ଭମାନେେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେ କହେି ଏହି ନିଯମ ପାଳନ ନ କରିବ ସେ ଶାପଗ୍ରସ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ! ତହିଁରେ ମୁଁ ଉତ୍ତର ଦେଇ କହିଲି, ହେ ସଦାପ୍ରଭୁ, ଆମେନ୍ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁ‌ଗ୍‌ଧମଧୁର ଉର୍ବର ଦେଶ ଦେବା ଓ ତାହା ତୁମ୍ଭେମାନେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେକେହି ଏହି ନିୟମ ପାଳନ ନ କରିବ ସେ ଶାପଗ୍ରସ୍ତ ହେବ।” ମୁଁ ଯିରିମିୟ ଉତ୍ତରରେ କହିଲି, “ହେ ସଦାପ୍ରଭୁ ଆମେନ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”
Odia IRV 2017 (ଓଡିଆ ବାଇବେଲ)
‘ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!’” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”