Jeremiah 11:6 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ କହିଲେ, ତୁମ୍ଭେ ଯିହୁଦାର ସବୁ ନଗର ରେ ଓ ୟିରୁଶାଲମର ସବୁ ପଥରେ ଏହିସବୁ ପ୍ରଚାର କର, ତୁମ୍ଭମାନେେ ଏହି ନିଯମର ବିଧିସବୁ ଶୁଣ ଓ ସଗେୁଡ଼ିକ ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୁଶାଲମର ସବୁ ପଥରେ ଏହିସବୁ ପ୍ରଗ୍ଭର କର, ‘ତୁମ୍ଭେମାନେ ଏହି ନିୟମର ବିଧିସବୁ ଶୁଣ ଓ ସେଗୁଡ଼ିକ ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଯିହୁଦାର ସବୁ ନଗରରେ ଓ ଯିରୂଶାଲମର ସବୁ ସଡ଼କରେ ଏହିସବୁ କଥା ପ୍ରଚାର କରି କୁହ, ‘ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ତାହା ପାଳନ କର।