Jeremiah 11:7 — Compare Translations
5 translations compared side by side
Odia - 1840
"ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେଉଁ ଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସେବେଠାରୁ ମୁଁ ବାରମ୍ବାର ସେମାନଙ୍କୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଦୃଢ଼ ରୂପେ ସାକ୍ଷ୍ୟ ଦେଇଅଛୁ, ପ୍ରତ୍ୟୁଷରେ ଉଠି ସାକ୍ଷ୍ୟ ଦେଇ କହିଅଛୁ, ଆମ୍ଭ ରବରେ ଅବଧାନ କର।