Jeremiah 11:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ୟୁହୁଦାର ଲୋକମାନେ ଓ ୟିରୁଶାଲମ ଅଧିବାସୀଗଣ ଗୁପ୍ତ ମନ୍ତ୍ରଣା କରୁଥିବାର ଆମ୍ଭେ ଜାଣୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ମୋତେ କହିଲେ, ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରା; ଦେଖାଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯିହୁଦାର ଲୋକମାନେ ଓ ଯିରୁଶାଲମ ଅଧିବାସୀଗଣ ଗୁପ୍ତ ମନ୍ତ୍ରଣା କରୁଥିବାର ଆମ୍ଭେ ଜାଣୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ମୋତେ କହିଲେ, “ଯିହୁଦାର ଲୋକମାନଙ୍କ ମଧ୍ୟରେ ଓ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରେ ଏକ ଚକ୍ରାନ୍ତ ଦେଖାଯାଏ।