Jeremiah 12:1 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମୁଁ ଯେତବେେଳେ ତୁମ୍ଭ ବିପକ୍ଷ ରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧ ରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ୟ୍ଯ ହୁଅନ୍ତି? ଅତି ବିଶ୍ବାସଘାତକ କାହିଁକି ନିରାପଦ ରେ ରହନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ?
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟ ପରମେଶ୍ୱରଙ୍କ ନିକଟରେ ଅଭିଯୋଗ କରନ୍ତି ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ବିପକ୍ଷରେ ଅଭିଯୋଗ ଆଣେ, ତୁମ୍ଭେ ସର୍ବଦା ଉଚିତ୍ ଅଟ, କିନ୍ତୁ ତଥାପି ତୁମ୍ଭ ନିଷ୍ପତ୍ତି ବିରୁଦ୍ଧରେ ମୁଁ ପ୍ରତିବାଦ କରିବି। ଦୁଷ୍ଟ ଲୋକମାନେ କାହିଁକି କୃତକାର୍ଯ୍ୟ ହୁଅନ୍ତି? ଅତି ବିଶ୍ୱାସଘାତକ କାହିଁକି ନିରାପଦରେ ରହନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା’ନ୍ତି?