Jeremiah 12:10 — Compare Translations
5 translations compared side by side
Odia - 1840
"ଅନକେ ମଷେପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରି ଅଛନ୍ତି। ସମାନେେ ଆମ୍ଭର ଭୂମିକୁ ପଦଦଳିତ କରିଛନ୍ତି। ସମାନେେ ଆମ୍ଭର ମନୋରମ ଭୂମିକୁ ଧ୍ବଂସକରି ପ୍ରାନ୍ତର ରେ ପରିଣତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ଵଂସିତ ପ୍ରାନ୍ତର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।