Jeremiah 12:11 — Compare Translations
5 translations compared side by side
Odia - 1840
"ସମାନେେ ତାହାକୁ ଧ୍ବଂସିତ, ଶୁଷ୍କ ଓ ମୃତ ଭୂମିରେ ପରିଣତ କରିଛନ୍ତି। ତାହା ଏକ ଜନଶୂନ୍ଯ ପ୍ରାନ୍ତର ହାଇେଅଛି। କହେି ଜଣେ ହେଲେ ତା'ର ଯତ୍ନ ନବୋକୁ ରହି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ଧ୍ଵଂସସ୍ଥାନ କରିଅଛନ୍ତି; ତାହା ଧ୍ଵଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ଵଂସିତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାକୁ ଧ୍ୱଂସିତ, ଶୁଷ୍କ ଓ ମୃତ ଭୂମିରେ ପରିଣତ କରିଅଛନ୍ତି। ତାହା ଏକ ଜନଶୂନ୍ୟ ପ୍ରାନ୍ତର ହୋଇଅଛି। କେହି ଜଣେ ହେଲେ ତା’ର ଯତ୍ନ ନେବାକୁ ରହି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।