Jeremiah 12:13 — Compare Translations

5 translations compared side by side

Odia - 1840
"ସମାନେେ ଗହମ ବୁଣି କଣ୍ଟା ଅମଳ କରିଛନ୍ତି। ସମାନେେ ବହୁ ପରିଶ୍ରମ କରି ମଧ୍ଯ କିଛି ଫଳ ପାଇ ନାହାଁନ୍ତି। ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧ ଯୋଗୁଁ ସମାନେେ ଆପଣା ଫଳ ବିଷଯ ରେ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗହମ ବୁଣି କଣ୍ଟା ଅମଳ କରିଛନ୍ତି। ସେମାନେ ବହୁ ପରିଶ୍ରମ କରି ମଧ୍ୟ କିଛି ଫଳ ପାଇ ନାହାନ୍ତି। ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ଯୋଗୁଁ ସେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।