Jeremiah 12:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହା କହନ୍ତି, ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ର ରେ ଇଶ୍ରାୟେଲୀୟମାନଙ୍କୁ ଦଇେଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସମାନଙ୍କେୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସମାନଙ୍କେ ମଧ୍ଯରୁ ଯିହୁଦାର ଘରକୁ ହଟଇେ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପ୍ରତିବାସୀଙ୍କ ପ୍ରତି ସଦାପ୍ରଭୁଙ୍କ ପ୍ରତିଜ୍ଞା ସଦାପ୍ରଭୁ ଏହା କହନ୍ତି, “ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ରରେ ଇସ୍ରାଏଲୀୟମାନଙ୍କୁ ଦେଇଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସେମାନଙ୍କୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସେମାନଙ୍କ ମଧ୍ୟରୁ ଯିହୁଦାର ଘରକୁ ହଟେଇ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା ବଂଶକୁ ଉତ୍ପାଟନ କରିବା।