Jeremiah 12:15 — Compare Translations
5 translations compared side by side
Odia - 1840
"ପୁଣି ସମାନଙ୍କେୁ ଉତ୍ପାଟନ କଲାପ ରେ ଆମ୍ଭେ ଫରେି ସମାନଙ୍କେୁ ଦୟା କରିବା। ପୁଣି ପ୍ରେତ୍ୟକକ ଲୋକକୁ ତାହାର ଅଧିକାରକୁ ଓ ପ୍ରେତ୍ୟକକ ଲୋକକୁ ତାହାର ଜମିକୁ ଫରୋଇ ଆଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନଙ୍କୁ ଉତ୍ପାଟନ କଲାପରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା। ପୁଣି ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଜମିକୁ ଫେରାଇ ଆଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା।