Jeremiah 12:16 — Compare Translations
5 translations compared side by side
Odia - 1840
"ଆମ୍ଭେ ଚାହୁଁ ସହେି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତ ରେ ସମାନେେ ଯେପରି ବାଲ୍ଦବେ ନାମ ରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସହେିପରି 'ସଦାପ୍ରଭୁ ଜୀବିତ' ବୋଲି ଆମ୍ଭ ନାମ ରେ ଶପଥ କରିବା ପାଇଁ ଯବେେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତବେେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭ ଲୋକମାନଙ୍କର ଆଚରଣ ଯନିପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକ-ମାନଙ୍କ ମଧ୍ୟରେ ସ୍ଥାପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଗ୍ଭହୁଁ ସେହି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତରେ ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେହିପରି ‘ସଦାପ୍ରଭୁ ଜୀବିତ’ ବୋଲି ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତେବେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ।
Odia IRV 2017 (ଓଡିଆ ବାଇବେଲ)