Jeremiah 12:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେୁ ରୋପଣ କରିଅଛ, ସମାନଙ୍କେର ମୂଳ ଦୃଢ଼ ହାଇେଅଛି। ସମାନେେ ବଡ଼ ଫୁଲ ଫଳ ଦିଅନ୍ତି। ସମାନେେ ଯଦିଓ ମୁହଁ ରେ କହନ୍ତି, ତୁମ୍ଭେ ଆମ୍ଭର ଅତିପ୍ରିଯ, ମାତ୍ର ପ୍ରକୃତ ରେ ସମାନେେ ଅନ୍ତଃକରଣ ରେ ତୁମ୍ଭଠାରୁ ଦୂର ରେ ଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନଙ୍କର ମୂଳ ଦୃଢ଼ ହୋଇଅଛି। ସେମାନେ ବଡ଼ ଫୁଲ ଫଳ ଦିଅନ୍ତି। ସେମାନେ ଯଦିଓ ମୁହଁରେ କହନ୍ତି, ତୁମ୍ଭେ ଆମ୍ଭର ଅତିପ୍ରିୟ, ମାତ୍ର ପ୍ରକୃତରେ ସେମାନେ ଅନ୍ତଃକରଣରେ ତୁମ୍ଭଠାରୁ ଦୂରରେ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।