Jeremiah 12:3 — Compare Translations

5 translations compared side by side

Odia - 1840
"ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମାେତେ ଜାଣୁଅଛ। ତୁମ୍ଭେ ମାେତେ ଦେଖୁଅଛ ଓ ମାରେ ହୃଦଯ ପରୀକ୍ଷା କରି ମାରେ ମନ କିପରି, ଜାଣୁଅଛ। ସହେି ମନ୍ଦ ଲୋକମାନଙ୍କୁ ହତ୍ଯା ନିମନ୍ତେ ମଷଗେଣ ତୁଲ୍ଯ ଟାଣି ନିଅ ଓ ହତ୍ଯା ଦିନ ରେ ସମାନଙ୍କେୁ ହତ୍ଯା ପାଇଁ ପ୍ରସ୍ତୁତ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।
Odia IRV 2017 (ଓଡିଆ ବାଇବେଲ)