Jeremiah 12:4 — Compare Translations

5 translations compared side by side

Odia - 1840
"କେତକୋଳ ଦେଶ ଶୁଷ୍କ ରହିବ ଓ ସମୁଦାଯ ଦେଶ ରେ ତୃଣ ଶୁଷ୍କ ରହିବ? ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ ପଶୁ ଓ ପକ୍ଷୀସବୁ କ୍ଷଯ ପାଇଛନ୍ତି। କାରଣ ଲୋକମାନେ କହିଲେ, ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶଷୋବସ୍ଥା ଦେଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି⇧; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କେତେକାଳ ଦେଶ ଶୁଷ୍କ ରହିବ ଓ ସମୁଦାୟ ଦେଶରେ ତୃଣ ଶୁଷ୍କ ରହିବ? ଦେଶର ଲୋକମାନଙ୍କର ଦୁଷ୍ଟତା ଯୋଗୁଁ ପଶୁ ଓ ପକ୍ଷୀସବୁ କ୍ଷୟ ପାଇଛନ୍ତି। କାରଣ ଲୋକମାନେ କହିଲେ, “ଯିରିମିୟ ଦୀର୍ଘଦିନ ବଞ୍ଚି ଆମ୍ଭମାନଙ୍କର ଶେଷାବସ୍ଥା ଦେଖିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀ ସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।