Jeremiah 12:5 — Compare Translations

5 translations compared side by side

Odia - 1840
" ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛ ରେ ଦୌଡ଼ି କ୍ଲାନ୍ତ ହାଇପେଡ଼ିଛ, ତବେେ ଅଶ୍ବମାନଙ୍କ ସହିତ କିପରି ଋଣ କରିପାରିବ? ତୁମ୍ଭେ ଯଦି ଶାନ୍ତି ଦେଶ ରେ ବିବ୍ରତ ହେଉଛ, ତବେେ ୟର୍ଦ୍ଦନର ଦର୍ପ ସ୍ଥାନ ରେ ତୁମ୍ଭେ କ'ଣ କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳା; କରିଅଛନ୍ତି, ତେବେ ତୁମ୍ଭେ ଅଶ୍ଵଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ-ସ୍ଥାନରେ ତୁମ୍ଭେ କଅଣ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କୁ ପରମେଶ୍ୱରଙ୍କ ଉତ୍ତର “ହେ ଯିରିମିୟ ତୁମ୍ଭେ ଯଦି ପଦାତିକମାନଙ୍କ ପଛରେ ଦୌଡ଼ି କ୍ଳାନ୍ତ ହୋଇପଡ଼ିଛ, ତେବେ ଅଶ୍ୱମାନଙ୍କ ସହିତ କିପରି ଋଣ କରି ପାରିବ? ତୁମ୍ଭେ ଯଦି ଶାନ୍ତି ଦେଶରେ ବିବ୍ରତ ହେଉଛ, ତେବେ ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କ’ଣ କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?