Jeremiah 12:6 — Compare Translations
5 translations compared side by side
Odia - 1840
"ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସହେି ଲୋକ ତୁମ୍ଭପ୍ରତି ବିଶ୍ବାସଘାତକତା କରିଅଛନ୍ତି। ସମାନେେ ତୁମ୍ଭ ପଶ୍ଚାତଧାବନ କରି ଉଚ୍ଚସ୍ବର ରେ ଡ଼ାକ ପକାଇଛନ୍ତି। ସମାନେେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସମାନଙ୍କେୁ ବିଶ୍ବାସ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି। ସେମାନେ ତୁମ୍ଭ ପଶ୍ଚାତ୍ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି। ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।