Jeremiah 12:7 — Compare Translations

5 translations compared side by side

Odia - 1840
"ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ଯାଗ କରିଅଛୁ। ଆମ୍ଭେ ନିଜର ଅଧିକାର ଛାଡ଼ି ଦଇେଅଛୁ। ଆମ୍ଭେ ଆପଣା ପ୍ରାଣର ପ୍ରିଯତମା ଯିହୁଦାକୁ ଶତ୍ରୁମାନଙ୍କ ହସ୍ତ ରେ ସମର୍ପି ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କର ଲୋକ, ଯିହୁଦାକୁ ପରିତ୍ୟାଗ କରନ୍ତି “ଆମ୍ଭେ ସଦାପ୍ରଭୁ, ଆପଣା ଗୃହ ପରିତ୍ୟାଗ କରିଅଛୁ। ଆମ୍ଭେ ନିଜର ଅଧିକାର ଛାଡ଼ି ଦେଇଅଛୁ। ଆମ୍ଭେ ଆପଣା ପ୍ରାଣର ପ୍ରିୟତମା ଯିହୁଦାକୁ ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।