Jeremiah 12:8 — Compare Translations

5 translations compared side by side

Odia - 1840
"ଆମ୍ଭ ନିଜର ଲୋକ ଅରଣ୍ଯ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି। ସମାନେେ ଆମ୍ଭ ବିରୁଦ୍ଧ ରେ ହୁଙ୍କାର ଦଇେଅଛନ୍ତି। ତେଣୁ ଆମ୍ଭେ ସମାନଙ୍କେୁ ଘୃଣାକରି ଦୂ ରଇେ ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ନିଜର ଲୋକ ଅରଣ୍ୟ ସିଂହ ସଦୃଶ ଆମ୍ଭର ଅଧିକାର ପ୍ରତି ବିରୁଦ୍ଧାଚରଣ କରିଛନ୍ତି। ସେମାନେ ଆମ୍ଭ ବିରୁଦ୍ଧରେ ହୁଙ୍କାର ଦେଇଅଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ଘୃଣାକରି ଦୂରେଇ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।