Jeremiah 12:9 — Compare Translations
5 translations compared side by side
Odia - 1840
"ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ ମୃଗପ୍ରାଣୀ ସଦୃଶ ହାଇେଅଛନ୍ତି। ସମାନେେ ତା'ର ବିରୁଦ୍ଧ ରେ ଚାରିଆଡ଼େ ଘରେି ରହିଅଛନ୍ତି, ତୁମ୍ଭମାନେେ ୟାଇ ବନ୍ଯ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ନିଜ ଲୋକ ଶିକାରୀ ପକ୍ଷୀ ବେଷ୍ଟିତ ମୃଗପ୍ରାଣୀ ସଦୃଶ ହୋଇଅଛନ୍ତି। ସେମାନେ ତା’ର ବିରୁଦ୍ଧରେ ଗ୍ଭରିଆଡ଼େ ଘେରି ରହିଅଛନ୍ତି, ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।