Jeremiah 13:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଏହା କହିଲେ: ତୁମ୍ଭେ ଏକ ମାଟୋ ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣ କଟି ଦେଶ ରେ ବାନ୍ଧ ଓ ତାକୁ ଓଦା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋତେ ଏହି କଥା କହିଲେ, ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପଟୁକାର ସଙ୍କେତ ସଦାପ୍ରଭୁ ମୋତେ ଏହା କହିଲେ: “ତୁମ୍ଭେ ଏକ ମୋଟା ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣା କଟି ଦେଶରେ ବାନ୍ଧ ଓ ତାକୁ ଓଦା କର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”