Jeremiah 13:10 — Compare Translations
5 translations compared side by side
Odia - 1840
"ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ଯ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣ ରେ ଅବାଧ୍ଯ ହାଇେ ଚାଲନ୍ତି ଆଉ ଅନ୍ୟ ଦବଗେଣର ସବୋ ଓ ପୂଜା କରିବା ନିମନ୍ତେ ସମାନଙ୍କେର ପଶ୍ଚାତଗମନ କରନ୍ତି, ସମାନେେ ଏହି ଅକର୍ମଣ୍ଯ ପଟୁକା ତୁଲ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”