Jeremiah 13:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, 'ଇଶ୍ରାୟେଲର ପରମେଶ୍ବର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରେତ୍ୟକକ କଳସ ଦ୍ରାକ୍ଷାରସ ରେ ପୂର୍ଣ୍ଣ କରାୟିବ,' ତା'ପ ରେ ସମାନେେ ତୁମ୍ଭକୁ କହିବେ, 'ଆମ୍ଭେ କଣ ଜାଣୁ ନାହୁଁ ଯେ, ପ୍ରେତ୍ୟକକ କଳସ ଯେ ଦ୍ରାକ୍ଷାରସ ରେ ପୂର୍ଣ୍ଣ ହବେ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ; ତହିଁରେ ସେମାନେ ତୁମ୍ଭକୁ କହିବେ, ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାକୁ ସତର୍କବାଣୀ “ସଦାପ୍ରଭୁ, ‘ଇସ୍ରାଏଲର ପରମେଶ୍ୱର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ,’ ତା’ପରେ ସେମାନେ ତୁମ୍ଭକୁ କହିବେ, ‘ଆମ୍ଭେ କ’ଣ ଜାଣୁ ନାହୁଁ ଯେ, ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ ହେବ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ?’