Jeremiah 13:14 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ସମାନଙ୍କେର ଜଣକୁ ଅନ୍ୟ କିଛି ଉପ ରେ କଚାଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପ ରେ ଏକ ସଙ୍ଗେ କଚାଡ଼ିବା।' ଏହା ସଦାପ୍ରଭୁ କହନ୍ତି, 'ଆମ୍ଭେ ସମାନଙ୍କେ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦଖାଇେ ସମାନଙ୍କେୁ ବିନଷ୍ଟ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ସେମାନଙ୍କର ଜଣକୁ ଅନ୍ୟ ଜଣ ଉପରେ କଗ୍ଭଡ଼ିବା। ଏପରିକି ପିତୃଗଣକୁ ପୁତ୍ରମାନଙ୍କ ଉପରେ ଏକ ସଙ୍ଗେ କଗ୍ଭଡ଼ିବା।”’ଏହା ସଦାପ୍ରଭୁ କହନ୍ତି, “‘ଆମ୍ଭେ ସେମାନଙ୍କ ପ୍ରତି ଦୟା, ଅନୁକମ୍ପା ଓ କରୁଣା ନ ଦେଖାଇ ସେମାନଙ୍କୁ ବିନଷ୍ଟ କରିବା।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”