Jeremiah 13:15 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।