Jeremiah 13:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମଯ ପର୍ବତ ରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ଯୁଚ୍ଛାଯା ଓ ଘାରେ ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷା ରେ ତୁମ୍ଭମାନେେ ତାଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ୟୁଚ୍ଛାୟା ଓ ଘୋର ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷାରେ ତୁମ୍ଭେମାନେ ତାଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ।