Jeremiah 13:17 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ତୁମ୍ଭମାନେେ ମାେ କଥା ନ ଶୁଣ, ତୁମ୍ଭମାନେେ ଅହଙ୍କାରୀ ବୋଲି ମୁଁ ଚୁପ୍ଚାପ୍ କାନ୍ଦିବି। ମୁଁ ମଧ୍ଯ ଜାରେ ରେ କାନ୍ଦିବି ଏବଂ ମାରଚେକ୍ଷୁ ଅଶ୍ରୁ ରେ ପୂର୍ଣ୍ଣ ହବେ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବହାଇବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ ଏ କଥା ନ ଶୁଣ, ତୁମ୍ଭେମାନେ ଅହଙ୍କାରୀ ବୋଲି ମୁଁ ଚୁ‌ପ୍‌ଗ୍ଭପ୍ କାନ୍ଦିବି। ମୁଁ ମଧ୍ୟ ଜୋ‌ର୍‌ରେ କାନ୍ଦିବି ଏବଂ ମୋର ଚକ୍ଷୁ ଅଶ୍ରୁରେ ପୂର୍ଣ୍ଣ ହେବ। କାରଣ ସଦାପ୍ରଭୁଙ୍କର ଲୋକମାନେ ବନ୍ଦୀ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।