Jeremiah 13:18 — Compare Translations

5 translations compared side by side

Odia - 1840
"ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, ତୁମ୍ଭମାନେେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ-ମୁକୁଟ ତଳେ ପଡ଼ିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ରାଜାଙ୍କୁ ଓ ରାଣୀଙ୍କୁ କୁହ, “ତୁମ୍ଭେମାନେ ନିଜକୁ ନମ୍ର କର, କାରଣ ତୁମ୍ଭମାନଙ୍କର ରାଜମୁକୁଟ ମସ୍ତକରୁ ଭୂପତିତ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।