Jeremiah 13:19 — Compare Translations
5 translations compared side by side
Odia - 1840
"ଦକ୍ଷିଣ ପ୍ରଦେଶୀଯ ନଗରସବୁ ରୁଦ୍ଧ ହାଇେଅଛି ଓ ତାହାକୁ ଫିଟାଇବାକୁ କହେି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହାଇେଛନ୍ତି। ସମାନେେ ସମସ୍ତେ ବନ୍ଦୀରୂପେ ଉପନୀତ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହାକୁ ଫିଟାଇବାକୁ କେହି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହୋଇଛନ୍ତି। ସେମାନେ ସମସ୍ତେ ବନ୍ଦୀରୂପେ ଉପନୀତ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।