Jeremiah 13:2 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶ ରେ ବାନ୍ଧିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।