Jeremiah 13:21 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ କ'ଣ କହିବ ଯେତବେେଳେ ସଦାପ୍ରଭୁ ସହେି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହବୋ ପାଇଁ ଶିକ୍ଷା ଦିଆୟାଇଥିଲା। ପ୍ରସବ କାଳୀନ ସ୍ତ୍ରୀ ଲୋକର ବଦନୋ ତୁଲ୍ଯ ତୁମ୍ଭମାନେେ ଅନୁଭବ କରିବ, ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ଵରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ନୋହିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କ’ଣ କହିବ ଯେତେବେଳେ ସଦାପ୍ରଭୁ ସେହି ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନିଯୁକ୍ତି କରିବେ ଯେଉଁମାନଙ୍କୁ ତୁମ୍ଭର ମିତ୍ର ହେବା ପାଇଁ ଶିକ୍ଷା ଦିଆଯାଇଥିଲା। ପ୍ରସବ କାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ତୁମ୍ଭେମାନେ ଅନୁଭବ କରିବ, ନୁହେଁ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)