Jeremiah 13:22 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ନିଜକୁ ପଚାରିବ, ଏହି ଦଶା ମାେ ପ୍ରତି କାହିଁକି ଘଟିଲା, ତବେେ ଉତ୍ତର ରେ କୁହାୟିବ ତୁମ୍ଭର ପାପ ଅଧିକ ହବୋ ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାୟାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆୟାଇଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେବେ ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠା ଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ନିଜକୁ ପଗ୍ଭରିବ, “ଏହି ଦଶା ମୋ’ ପ୍ରତି କାହିଁକି ଘଟିଲା,” ତେବେ ଉତ୍ତରରେ କୁହାଯିବ ତୁମ୍ଭର ପାପ ଅଧିକ ହେବା ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆଯାଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।