Jeremiah 13:23 — Compare Translations

5 translations compared side by side

Odia - 1840
"ଜଣେ କୃଷ୍ଣକାଯ କ'ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ'ଣ ନିଜର ଦହରେ ଛାପ ବଦଳାଇ ପାରିବ? ତେଣୁ ହେ ୟିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବା ରେ ଅଭ୍ଯସ୍ତ, ତୁମ୍ଭେ କବେେ ସୁକର୍ମ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ କୃଷ୍ଣକାୟ କ’ଣ ଆପଣା ଚର୍ମର ବର୍ଣ୍ଣ ବଦଳାଇ ପାରିବ ଓ ଚିତାବାଘ କ’ଣ ନିଜର ଦେହର ଛାପ ବଦଳାଇ ପାରିବ? ତେଣୁ ହେ ଯିରୁଶାଲମ, ତୁମ୍ଭେ ସର୍ବଦା କୁକର୍ମ କରିବାରେ ଅଭ୍ୟସ୍ତ, ତୁମ୍ଭେ କେବେ ସୁକର୍ମ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
Odia IRV 2017 (ଓଡିଆ ବାଇବେଲ)
କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?