Jeremiah 13:24 — Compare Translations

5 translations compared side by side

Odia - 1840
" ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରାନ୍ତରସ୍ଥ ବାଯୁ ରେ ଧୂଷ ଉଡ଼ିଲାପରି ତୁମ୍ଭମାନଙ୍କ ଘରୁ ତଡ଼ିଦଇେ ଏଣେ ତଣେେ ଛିନ୍ନଭିନ୍ନ କରିଦବେୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରାନ୍ତରସ୍ଥ ବାୟୁରେ ଧୂଷ ଉଡ଼ିଲାପରି ତୁମ୍ଭମାନଙ୍କ ଘରୁ ତଡ଼ିଦେଇ ଏଣେ ତେଣେ ଛିନ୍ନଭିନ୍ନ କରିଦେବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।

Recommended Reading