Jeremiah 13:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭମାନେେ ମାେତେ ପାଶୋରିଲ ଓ ମିଥ୍ଯା ଦବଗେଣ ରେ ବିଶ୍ବାସ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ଵାସ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭେମାନେ ମୋତେ ପାଶୋରିଲ ଓ ମିଥ୍ୟା ଦେବଗଣରେ ବିଶ୍ୱାସ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।