Jeremiah 13:26 — Compare Translations

5 translations compared side by side

Odia - 1840
"ଏ ନିମନ୍ତେ ଏହା ଆମ୍ଭେ ୟିଏକି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟକେିଥିଲୁ, ଯାହାଫଳ ରେ ସମେସ୍ତ ତୁମ୍ଭମାନଙ୍କର ନଗ୍ନତା ଦେଖିପାରିନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ନିମନ୍ତେ ଏହା ଆମ୍ଭେ ଯିଏ କି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟେକିଥିଲୁ, ଯାହାଫଳରେ ସମସ୍ତେ ତୁମ୍ଭମାନଙ୍କର ନଗ୍ନତା ଦେଖି ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।