Jeremiah 13:27 — Compare Translations

5 translations compared side by side

Odia - 1840
"ଆମ୍ଭେ ପର୍ବତଗୁଡ଼ିକ ଉପ ରେ ତୁମ୍ଭର ଘୃଣ୍ଯକର୍ମ, ବ୍ଯଭିଚାର, ହିଁ ହିଁ ହବୋର ଶବ୍ଦ ଓ ବେଶ୍ଯାବୃତ୍ତିର ଦୁଷ୍ଟତା ଦେଖିଅଛୁ। ୟିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତକୋଳ ଏହି ପାପକର୍ମ କରିଚାଲିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ । ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ପର୍ବତଗୁଡ଼ିକ ଉପରେ ତୁମ୍ଭର ଘୃଣ୍ୟକର୍ମ, ବ୍ୟଭିଗ୍ଭର, ହିଁ ହିଁ ହେବାର ଶବ୍ଦ ଓ ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ଯିରୁଶାଲମ, ଦୁଃଖ ପାଉ। ତୁମ୍ଭେ ସୁପଥକୁ ଆସିବାକୁ ଚେଷ୍ଟା କରୁ ନାହଁ। କେତେକାଳ ଏହି ପାପକର୍ମ କରିଗ୍ଭଲିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?