Jeremiah 13:4 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ତୁମ୍ଭେ କଟି ଦେଶ ରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନଇେ ଫରାତ୍ ନଦୀ ନିକଟକୁ ୟାଇ ସଠାେସ୍ଥିତ ଏକ ପଥର ତଳ ରେ ଲୁଚାଇ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ-ଛିଦ୍ରରେ ଲୁଚାଇ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ କଟି ଦେଶରେ ଯେଉଁ ପଟୁକା କିଣି ପିନ୍ଧିଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ ସେଠାସ୍ଥିତ ଏକ ପଥର ତଳେ ଲୁଗ୍ଭଇ ରଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”
Odia IRV 2017 (ଓଡିଆ ବାଇବେଲ)
“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।”