Jeremiah 13:5 — Compare Translations
5 translations compared side by side
Odia - 1840
"ତେଣୁ ସଦାପ୍ରଭୁଙ୍କ କହିବାନୁସା ରେ ମୁଁ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କ କହିବାନୁସାରେ ମୁଁ ଫରାତ୍ ନଦୀ ନିକଟରେ ତାହା ଲୁଗ୍ଭଇ ରଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍ ନଦୀ ନିକଟରେ ତାହା ଲୁଚାଇ ରଖିଲି।