Jeremiah 13:6 — Compare Translations

5 translations compared side by side

Odia - 1840
"ପୁଣି ଅନକେ ଦିନପ ରେ ସଦାପ୍ରଭୁ ମାେତେ କହିଲେ, ତୁମ୍ଭେ ଫରାତ୍ ନଦୀ ନିକଟକୁ ୟାଅ ଓ ଯେଉଁ ପଟୁକା ସଠାେ ରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସଠାରୁେ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅନେକ ଦିନପରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଗ୍ଭଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସେଠାରୁ ନିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”